fbpx

ମାଡ଼ିଗଲା ଟ୍ରକ୍, ୩ ମୃତ

ଭଦ୍ରକ(ଓଡ଼ିଶା ଭାସ୍କର): ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ଏହି ଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲା ସବାରଙ୍ଗ ଛକ ନିକଟରେ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କର ମେଡିକାଲରେ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣା ଘଟାଇବା ପରେ ସେଠାରୁୀ ଟ୍ରକ୍ ଡ୍ରାଇଭର୍ ଫେରାର୍ ହୋଇଯାଇଛି । ପୋଲିସ୍ ଏହି ମାମଲାର ତଦନ୍ତ କରୁଛି ।

Get real time updates directly on you device, subscribe now.