fbpx

ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ । ଏହା ପରେ ସେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡିଛି । ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି।

ସୂଚନା ମୁତାବିକ,୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ। ଏହି ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ସଂଘର ବିଭିନ୍ନ ବୈଠକରେ ଯୋଗ ଦେଇ ସାଂଗଠନିକ ବିଷୟ ଉପରେ ଆଲୋଚନା କରିବେ । ଏଥି ସହିତ କରୋନା ମହାମାରୀରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସଂଘ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରିବେ । ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ । ଭାଗବତ ୨

Get real time updates directly on you device, subscribe now.