fbpx

ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ମାମଲାରେ ବିଜେପିର ଏହି ବନ୍ଦ ଡାକରା

ସମ୍ବଲପୁର(ଓଡ଼ିଶା ଭାସ୍କର): ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ । ସକାଳ ୬ଟା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିଜେପି ପକ୍ଷରୁ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି । ମମିତା ମେହେର୍ ହତ୍ୟା ମାମଲାରେ ବିଜେପିର ଏହି ବନ୍ଦ ଡାକରା ଦିଆଯାଇଛି । ବିଜେପି ପକ୍ଷରୁ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସହରର ବିଭିନ୍ନ ଛକ, ବଜାରରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

Get real time updates directly on you device, subscribe now.