fbpx

ସଞ୍ଜୟଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୧ ।୩(ଓଡିଶା ଭାସ୍କର): ସଞ୍ଜୟ ଦାସବର୍ମାଙ୍କୁ ମିଳିଛି ନୂଆ ଦାୟିତ୍ୱ । ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟଙ୍କୁ ଦାୟିତ୍ୱ ଦିଆଯାଇଛି । ସଞ୍ଜୟ ଦାସ ବର୍ମାଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଛି । କ୍ୟାବିନେଟ୍ ରାଙ୍କ ସହ ସଞ୍ଜୟଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.