ଭୁବନେଶ୍ୱର, ୪ା୪ (ଓଡିଶା ଭାସ୍କର): ଭୁବନେଶ୍ୱରର ଏସବିଆଇ ମୁଖ୍ୟ କାର୍ଯ୍ୟାଳୟ ସିଲ୍ ହେବ । ୭ ନୂଆ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ତେବେ ଦୁଇଦିନ ପାଇଁ ଏସବିଆଇ ମୁଖ୍ୟାଳୟକୁ ସିଲ୍ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।
Get real time updates directly on you device, subscribe now.
Next Post