fbpx
BJD SKY
BJD SKY

ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

BJD

ଭୁବନେଶ୍ୱର,୬/୧୧(ଓଡିଶା ଭାସ୍କର): ଡିସେମ୍ବର୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କିଛି ରାଜ୍ୟରେ କୋଭିଡର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ରାଜ୍ୟରେ ଅନଲାଇନ କ୍ଲାସ ଜାରି ରହିବ।

Get real time updates directly on you device, subscribe now.