fbpx

ଦୀପାବଳୀ ପରେ ଖୋଲିପାରେ ସ୍କୁଲ

Advertisement

ଭୁବନେଶ୍ୱର,୩୦ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଦୀପାବଳୀ ପରେ ଖୋଲିପାରେ ସ୍କୁଲ । ଏନେଇ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି । ସ୍କୁଲ ଖୋଲିବା ପ୍ରସଙ୍ଗରେ ରାଜ୍ୟ ସରକାର ବିଚାର ବିମର୍ଷ ଜାରି ରଖିଛନ୍ତି । ଏନେଇ ଅଭିଭାବକ, ସ୍କୁଲ କର୍ତ୍ତୃପକ୍ଷ ଓ ଶିକ୍ଷାବିତଙ୍କ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି । ଖୁବଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇପାରେ । ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.