ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀ ଦେଶରେ ବଢିବାରେ ଲାଗିଛି । ରାଜଧାନୀରେ ଦିଲ୍ଲୀରେ ମଧ୍ୟ କରୋନା ସ୍ଥିତିର କୌଣସି ସୁଧାର ହୋଇନାହିଁ । ଏଭଳି ପରିସ୍ଥିତିରେ ଘରୁ ବାହାରିବା ବିପଜ୍ଜନକ ହୋଇପଡିଛି । ତେଣୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନୀଷ ସିସୋଦିଆ ନିର୍ଦ୍ଦେଶ ଦେଇଛନ୍ତି ଯେ, ଜାତୀୟ ରାଜଧାନୀର ସମସ୍ତ ସ୍କୁଲ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ ରହିବ ।
दिल्ली में सभी स्कूल कोरोना के कारण अभी 31 अक्तूबर तक बंद रहेंगे. मुख्यमंत्री @ArvindKejriwal ने कहा है कि एक अभिभावक होने के नाते वे परिस्थिति की गम्भीरता को समझते हैं. इस समय बच्चों के स्वास्थ्य को लेकर कोई ज़ोखिम लिया जाना उचित नहीं होगा.
— Manish Sisodia (@msisodia) October 4, 2020