fbpx

୩୧ ଅକ୍ଟୋବର ପର୍ଯ୍ୟନ୍ତ ଏଠାରେ ବନ୍ଦ ରହିବ ସ୍କୁଲ, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀ ଦେଶରେ ବଢିବାରେ ଲାଗିଛି । ରାଜଧାନୀରେ ଦିଲ୍ଲୀରେ ମଧ୍ୟ କରୋନା ସ୍ଥିତିର କୌଣସି ସୁଧାର ହୋଇନାହିଁ । ଏଭଳି ପରିସ୍ଥିତିରେ ଘରୁ ବାହାରିବା ବିପଜ୍ଜନକ ହୋଇପଡିଛି । ତେଣୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନୀଷ ସିସୋଦିଆ ନିର୍ଦ୍ଦେଶ ଦେଇଛନ୍ତି ଯେ, ଜାତୀୟ ରାଜଧାନୀର ସମସ୍ତ ସ୍କୁଲ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ ରହିବ ।

Get real time updates directly on you device, subscribe now.