fbpx

୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ଛୁଟି । ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଛୁଟି । ତେବେ ପୁନର୍ବାର ୨୧ ତାରିଖ ଠାରୁ ଖୋଲିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.