fbpx

ନଭେମ୍ବର ୧୬ରୁ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୩୧ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲ ଆସିପାରିବେ । କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନୂଆ ଗାଇଡଲାଇନ୍ ଜାରି ହୋଇଛି ।

Get real time updates directly on you device, subscribe now.