fbpx
BSKY
BJD SHG SKY
BJD YOUTH SKY

ରାଜ୍ୟରେ ଖୋଲିପାରେ ସ୍କୁଲ, ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ପୂଜା ଛୁଟି ପରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ଆଶା ଉଜ୍ୱଳ ହୋଇଛି । ସ୍କୁଲ ପରିସର ସଫା କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲ ଏବଂ ଆସବାବପତ୍ର ସଫା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ୬ ମାସ ହେଲା ସ୍କୁଲ ବନ୍ଦ ରହିଥିବାରୁ ସଫା କରିବାକୁ ନିର୍ଦ୍ଦେଶ ଦିଆହେଇଛି ।

Get real time updates directly on you device, subscribe now.