fbpx

ଚିନ୍ତା ବଢାଇଲା ସ୍କ୍ରବ ଟାଇଫସ , ଚିହ୍ନଟ ହେଲେ ଆଉ ୯ ସ୍କ୍ରବ ଟାଇଫସ ଆକ୍ରାନ୍ତ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାରେ ୯ ଜଣ ସ୍କ୍ରବଫାଇଟର ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି । ଜିଲ୍ଲାରେ ସ୍କ୍ରବ ଟାଇଫସ ସଂଖ୍ୟା ବର୍ତ୍ତମାନ ୨୩୦ କୁ ବୃଦ୍ଧି ପାଇଛି । ଏବେ ଏହି ଭାଇରସକୁ ନେଇ ଲୋକମାନଙ୍କ ମଧ୍ୟରେ ଅତଙ୍କ ଦେଖା ଦେଇଛି । ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି । ଗତ ଦୁଇମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ଏକ ବର୍ଷାକାଳୀନ ରୋଗ। ଆଗରୁ ଏହା ଥିଲା। ପୁଣି ଏହି ରୋଗ ଫେରିଛି। ଏଥିଲାଗି ଭୟଭୀତ ନ ହୋଇ ବରଂ ଡାକ୍ତରଙ୍କ ପରାମର୍ଶ ନେଇ ଚିକିତ୍ସା ନିଅନ୍ତୁ।

Get real time updates directly on you device, subscribe now.