fbpx

ବରିଷ୍ଠ ଆଇନଜୀବୀ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସିଛି ଏକ ବଡ଼ ଦୁଃଖ ଖବର । ରାଜ୍ୟର ଜଣେ ବରିଷ୍ଠ ଆଇନଜୀବୀଙ୍କ ବିୟୋଗ ଘଟିଛି । ପୂର୍ବତନ ସରକାରୀ ଓକିଲ ତଥା ବରିଷ୍ଠ ଆଇନଜୀବୀ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି । ଶ୍ରୀ ପଟ୍ଟନାୟକ ଓକିଲାତି କ୍ଷେତ୍ରରେ ଯଥେଷ୍ଟ ସୁନାମ ଅର୍ଜନ କରିଥିଲେ । ସେ ପୂର୍ବରୁ ରାଜ୍ୟ ସରକାରଙ୍କର ସରକାରୀ ଓକିଲ ଭାବେ କାର୍ଯ୍ୟ କରିଥିଲେ । ତାଙ୍କର ମୃତ୍ୟୁରେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.