fbpx

୨ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

ଭୁବନେଶ୍ୱର ଉପକଣ୍ଠ ପିତାପଲ୍ଲୀ-ନନ୍ଦନକାନନ ରୋଡ୍ ଗିରିଙ୍ଗାପୁଟ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ ବାଇକ୍ ମୁହାଁମୁହିଁ ଧକ୍କାରେ ୩ ମୃତ ।

Get real time updates directly on you device, subscribe now.