fbpx
BJD SKY
BJD SKY

ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରୁତିଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶ୍ରୁତି ମହାପାତ୍ରଙ୍କୁ ସମ୍ମାନିତ କରାଯାଇଛି । ତେବେ ଆଜି ଏହି ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଉତ୍ସର୍ଗୀକୃତ ସେବା ପାଇଁ ୨୯ ଜଣ ମହିଳାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.