fbpx

ରାଜ୍ୟରେ ୧୦ ପ୍ରକଳ୍ପକୁ ସିଙ୍ଗଲ ୱିଣ୍ଡୋ ଅନୁମୋଦନ, ୩,୫୪୫ ନୂଆ ନିଯୁକ୍ତି ସୃଷ୍ଟି ହେବ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ସୋମବାର ଦିନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍‌ରେ ସିଙ୍ଗିଲ୍‌ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୨ ହଜାର ୫ କୋଟି ୮୯ ଲକ୍ଷର ୧୦ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଫଳରେ ରାଜ୍ୟରେ ୩,୫୪୫ ନୂଆ ନିଯୁକ୍ତି ସୃଷ୍ଟି ହେବ । ପ୍ରକଳ୍ପ ଗୁଡିକ ସମ୍ପର୍କରେ ସୂଚନା ଦେଇ ଶିଳ୍ପ ସଚିବ ହେମନ୍ତ ଶର୍ମା କହିଛନ୍ତି ଯେ ମଞ୍ଜୁରୀ ପାଇଥିବା ପ୍ରକଳ୍ପ ଗୁଡିକରେ ମୁଖ୍ୟତଃ ଫାର୍ମାସ୍ୟୁଟିକାଲ, ଫୁଡ୍‌ ପ୍ରୋସେସିଂ, ପର୍ଯ୍ୟଟନ ଓ ଭିତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି ।

Get real time updates directly on you device, subscribe now.