fbpx

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ

ରାଉରକେଲା(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ପହଞ୍ଚିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ବିଏସକେୱାଇ ହିତାଧିକାରୀଙ୍କୁ ସେ ସେଠାରେ ସ୍ମାର୍ଟ କାର୍ଡ ବାଣ୍ଟିବେ । ଏଥିସହିତ ସେଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ତଥା ଭିତ୍ତି ପ୍ରସ୍ତର ସ୍ଥ୍ରାପନା କରିବେ ।

Get real time updates directly on you device, subscribe now.