fbpx

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା, ୨୯ରେ ଜାମିନ ଆବେଦନର ଶୁଣାଣି

ଜଗତସିଂହପୁର,୨୫ା୧୧(ଓଡ଼ିଶା ଭାସ୍କର): ଜଗତସିଂହପୁର ହରିଦାସପୁରରେ ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା ଘଟିଥିଲା । ଆସନ୍ତା ୨୯ରେ ଅଭିଯୁକ୍ତ ରୂପେଶ ଭଦ୍ରଙ୍କର ଜାମିନ ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି । ଏହାର ଶୁଣାଣି କରିବେ ଯାଜପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟ । ୧୩୪୮ପୃଷ୍ଠାର ଦସ୍ତାବିଜ୍ ଦାଖଲ କରିଛି ଧର୍ମଶାଳା ପୋଲିସ ।
ଉଲ୍ଲେଖଯୋଗ୍ୟ ଯେ ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାରେ ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ରଙ୍କୁ ଗିରଫ କରିଥିଲା ପୋଲିସ ।

Get real time updates directly on you device, subscribe now.