fbpx

ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା, ରୂପେଶ ଭଦ୍ରଙ୍କ ଜାମିନ ଖାରଜ

ଯାଜପୁର,୩୦ା୧୧(ଓଡ଼ିଶା ଭାସ୍କର): ଯାଜପୁର ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଜାମିନ ଆବେଦନ ଖାରଜ କରାଯାଇଛି । ତାଙ୍କର ଜାମିନ ଆବେଦନ ଖାରଜ କରିଛନ୍ତି ଯାଜପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟ ।୧୩୪୮ପୃଷ୍ଠାର ଦସ୍ତାବିଜ୍ ଦାଖଲ କରିଥିଲା ଧର୍ମଶାଳା ପୋଲିସ । ଉଲ୍ଲେଖଯୋଗ୍ୟ ଯେ ଗତ କିଛି ଦିନ ତଳେ ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାରେ ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ରଙ୍କୁ ଗିରଫ କରିଥିଲା ପୋଲିସ ।

Get real time updates directly on you device, subscribe now.