fbpx

ଏସଓପି ଜାରି କଲା ବିଏମସି

ଭୁବନେଶ୍ୱର,୨୬ ।୩(ଓଡିଶା ଭାସ୍କର): ଅତ୍ୟାବଶ୍ୟକ ସାମଗ୍ରୀ କିଣିବାବେଳେ ସାମାଜିକ ଦୂରତା ରକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ବିଏମସି ପକ୍ଷରୁ ଏସଓପି ଜାରି ହୋଇଛି । ସମସ୍ତ ଦୋକାନ, ଷ୍ଟୋର ଓ ବ୍ୟବସାୟୀ ସଂଘ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । କିଣିବା ବେଳେ ଧାଡିରେ ରହିବା ସହ ୨ ମିଟର ଦୂରତା ରଖିବେ ଲୋକେ । ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏଁ ଦୋକାନ ଖୋଲା ରହିବ । ନିୟମ ନମାନିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବା ଚେତାବନୀ ଦିଆଯାଇଛି ।

Get real time updates directly on you device, subscribe now.