fbpx

ହସ୍ପିଟାଲରେ ଭର୍ତ୍ତି ହେଲେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି

Advertisement

କୋଲକାତା, ୨ା୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇ ପଡ଼ିଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ତେବେ ସୌରଭଙ୍କୁ କୋଲକାତା ଉଡଲ୍ୟାଣ୍ଡସ ନାମକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ହାର୍ଟ ଆଟାକ ହୋଇଥିବା ଡାକ୍ତରଙ୍କ ସୂତ୍ରରୁ ସୂଚନା ମିଳିଛି ।

Get real time updates directly on you device, subscribe now.