fbpx

କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ କରୋନା ମହାମାରୀ ମାଡିଚାଲିଛି । ମନ୍ତ୍ରୀଠାରୁ ଆରମ୍ଭ କରି ବିଧାୟକ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଏବେ ମନ୍ତ୍ରୀ ହୋମ୍ ଆଇସୋଲେସନରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ ପାଇଁ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।

Get real time updates directly on you device, subscribe now.