fbpx

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

୧୧ ।୧୦(ଓଡିଶା ଭାସ୍କର): ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୩ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟର ସବୁ ଜିଲ୍ଲାକୁ ଚିଠି ଲେଖିଲେ ଏସଆରସି । ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ ଏସଆରସି ଚିଠି ଲେଖିଛନ୍ତି । ଯେକୌଣସି ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ବିଶେଷ କରି ୟେଲୋ ୱାର୍ଣ୍ଣିଂ ଓ ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାକୁ ଅଧିକ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.