fbpx

କୁବେର ପିଏସ୍ ବିରଞ୍ଚି ସାହୁ ସସପେଣ୍ଡ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଏସଏସସି ସଦସ୍ୟ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କୁ ଆଜି ସସପେଣ୍ଡ କରିଦିଆଯାଇଛି । ତାଙ୍କୁ ଆଜି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ନିଲମ୍ବିତ କରିଛନ୍ତି । ନିଲମ୍ବନ ପରେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ କରାଯାଇଛି । ଆୟ ବର୍ହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ବିରଞ୍ଚି । ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କ ପାଖରୁ ସାଢ଼େ ୩ କୋଟିର ସମ୍ପତି ଠାବ ହୋଇଥିଲା ।

Get real time updates directly on you device, subscribe now.