fbpx
BJD SKY
BJD SKY

ଆଜି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ, ୨୦୨୪ ନିର୍ବାଚନ ପାଇଁ ହେବ ପ୍ରସ୍ତୁତି

BJD

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ କାର୍ଯ୍ୟାଳୟରେ ଗତକାଲି ବିଜେପିର ପଦାଧିକାରୀଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଆଜି ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ଏବଂ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Get real time updates directly on you device, subscribe now.