fbpx

୧୨ଟି ପ୍ରସ୍ତାବରେ କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ୱର,୯ ।୧୨(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୨ଟି ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ୍ ମୋହର । ବିଧାନସଭାର ସତ୍ତ୍ୱାବସ୍ଥାନ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି ।

Get real time updates directly on you device, subscribe now.