fbpx

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ୯ଟି ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ଟା ୩୦ ରେ କ୍ୟାବିନେଟ୍ ବୈଠକ ବସିବ ବୋଲି ସୂଚନା ମିଳିଛି । ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଅନୁମାନ କରାଯାଉଛି । ପଞ୍ଚାୟତ ନିର୍ବାଚନ ଆସନ ସଂରକ୍ଷଣ ନେଇ ପ୍ରସ୍ତାବ ଆସିବ । ଏହା ସହ ଇ-ଯାନ ପ୍ରସ୍ତାବ ଉପରେ ବି ବାଜିପାରେ ମୋହର ।

Get real time updates directly on you device, subscribe now.