fbpx

ଆଜି ରାଜ୍ୟ କ୍ୟାବିନେଟ ବୈଠକ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହେବାକୁ ଯାଉଛି ।ସନ୍ଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ଏହା ସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଆଶଙ୍କା ରହିଛି ।

Get real time updates directly on you device, subscribe now.