fbpx

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୦ଟାରେ ବସିବ ଏହି କ୍ୟାବିନେଟ୍ ବୈଠକ । ଏହି କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

Get real time updates directly on you device, subscribe now.