fbpx

ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର,୨ ।୩(ଓଡିଶା ଭାସ୍କର): ଲୋକସେବା ଭବନରେ ଆଜି ଜାରି ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ଆଜିର କ୍ୟାବିନେଟ୍ ବୈଠକରେ ୬ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ଜଣାପଡିଛି ।

Get real time updates directly on you device, subscribe now.