fbpx

ସୋମବାର ରାଜ୍ୟ କ୍ୟାବିନେଟ୍, ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର: ଆସନ୍ତା ୨୪ ତାରିଖ ସୋମବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୫.୩୦ରେ ଅନୁଷ୍ଠିତ ହେବ । ଏହି ବୈଠକରେ କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ, ଭିନ୍ନକ୍ଷମ ସଶକ୍ତିକରଣ ଓ ରାଜସ୍ୱ ବିଭାଗର ୧୦ଟିରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.