fbpx

ରଥଯାତ୍ରା ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୮ରେ ବ୍ୟାଙ୍କ ଓ କୋର୍ଟ ବନ୍ଦ

Advertisement

ଭୁବନେଶ୍ୱର: ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ବ୍ୟାଙ୍କ ଓ କୋର୍ଟ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏହି ଦିନ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ବନ୍ଦ ରହିବ । ଏହା ସହ ରାଜସ୍ୱ ଓ ମାଜିଷ୍ଟ୍ରେଟଙ୍କ କୋର୍ଟ ବି ବନ୍ଦ ରହିବ । ରାଜ୍ୟରେ ସମସ୍ତ ବ୍ୟାଙ୍କ ମଧ୍ୟ ବନ୍ଦ ରହିବ ।

 

Get real time updates directly on you device, subscribe now.