IPS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍‌

ସଞ୍ଜୀବ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ।

ଭୁବନେଶ୍ବର: ଆଜି ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍‌ ।

ସେହିପରି ଅଖିଳେଶ୍ବର ସିଂ ହେଲେ ସ୍ବତନ୍ତ୍ର ଗୁଇନ୍ଦା ଶାଖା DIG । ଅନ୍ୟପଟେ କେଭି ସିଂ ହେଲେ ଦକ୍ଷିଣ-ପଶ୍ଚିମାଞ୍ଚଳ DIG ।

ଯଦି ଦେଖିବା ସଞ୍ଜୀବ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦିଆଯାଇଛି । ବର୍ତ୍ତମାନ ସାରା ଦେଶରେ ନକ୍ସଲ ବିରୋଧୀ ଅପରେସନ ଚାଲିଥିବା ବେଳେ ସଞ୍ଜୀବ ପଣ୍ଡାଙ୍କୁ ଏହି ଗୁରୁ ଦାୟିତ୍ବ ଦିଆଯାଇଛି ।