fbpx
BJD
BJD SKY
BJD SKY

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

BJD

କଟକ(ଓଡ଼ିଶା ଭାସ୍କର): ମମିତା ମେହେର ହତ୍ୟା ମାମଲାକୁ ନେଇ ରାଜନୀତି ଜୋର ଧରିଥିବା ବେଳେ ଏହି ପ୍ରସଙ୍ଗରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ ହୋଇଛି । ଆସନ୍ତା ୨୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମାମଲାରେ ନ୍ୟାୟ ପାଇବାକୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ବାପା ଓ ଭାଇ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ୍ କୋର୍ଟରେ ବିଚାର ପାଇଁ ସେ ଆବେଦନ କରିଥିଲେ ।

Get real time updates directly on you device, subscribe now.