fbpx

CHSE ସାମନାରେ ହାତ କାଟିଲେ ଛାତ୍ରୀ

AAKASH

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉଚିତ୍ ମୁଲ୍ୟାୟନ ଦାବିରେ ସିଏଏସଇ ସାମନାେରେ ହାତ କାଟିଦେଲେ ଛାତ୍ରୀ । ଯୁକ୍ତ ୨ ଏକ୍ସ ରେଗୁଲାର୍ ଡ୍ରପଆଉଟ୍ ଛାତ୍ରୀ ହାତ କାଟିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ଛାତ୍ରୀ ଜଣ ହାତ କାଟିଦେଇଛନ୍ତି । ଦଶମ ନମ୍ବର ଆଧାରରେ ଯୁକ୍ତ ଦୁଇ ମୂଲ୍ୟାୟନ ଦାବିରେ ଛାତ୍ରୀ ଜଣକ ହାତ କାଟିଥିବା ଜଣାପଡ଼ିଛି । ହାତ କାଟିଥିବା ଛାତ୍ରୀ ଜଣକ ବ୍ରହ୍ମପୁରର ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.