fbpx

ଏଣିକି ଶିକ୍ଷକଙ୍କୁ ମିଳିବନି ଖରାଛୁଟି

ଭୁବନେଶ୍ୱର,୯ ।୧(ଓଡିଶା ଭାସ୍କର): ଏଣିକି ରାଜ୍ୟର ସ୍କୁଲ ଶିକ୍ଷକଙ୍କୁ ମିଳିବନି ଖରାଛୁଟି । ଗ୍ରୀଷ୍ମ ଅବକାଶରେ ଚାଲିବ ସ୍ୱତନ୍ତ୍ର କ୍ଲାସ୍ । ଖରାଦିନେ ସ୍କୁଲରେ ଥିବା ଦୁର୍ବଳ ଛାତ୍ରଙ୍କ କ୍ଲାସ ନେବେ ଶିକ୍ଷକ । ଉଜ୍ଜଳ, ଉତଥାନ ଓ ଉତ୍କର୍ଷ ମାଧ୍ୟମରେ ଶିକ୍ଷକମାନେ ପାଠ ପଢାଇବେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.