ଓଡ଼ିଶା ପବ୍ଲିକ ସର୍ଭିସ କମିସନକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ, ଜାଣନ୍ତୁ କାରଣ

ଓପିଏସସିକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ: ଏକ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ କମିସନକୁ କଟାକ୍ଷ କରିଛନ୍ତି ସୁପ୍ରିମକୋର୍ଟ। ଓଜେଏସ ପ୍ରଶ୍ନପତ୍ର ମୂଲ୍ୟାଙ୍କନ ପ୍ରସଙ୍ଗକୁ ନେଇ କଟାକ୍ଷ କରିଛନ୍ତି ସୁପ୍ରିମକୋର୍ଟ। ଓପିଏସସିର ଅବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ।

ସୁପ୍ରିମକୋର୍ଟ କହିଛନ୍ତି ଯେ, ପ୍ରଶ୍ନପତ୍ର ମୂଲ୍ୟାଙ୍କନରେ ତ୍ରୁଟିକୁ ଅଣଦେଖା କରାଯାଇ ପାରିବନି। ଓପିଏସି ନିଜକୁ ବହୁତ ବଡ଼ ଭାବୁଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି।