ଆସନ୍ତା ୨୦ ତାରିଖରେ ବିହାରରେ ନୂଆ ସରକାର, ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର
ବିହାର: ଆସନ୍ତା ୨୦ ତାରିଖରେ ବିହାରରେ ନୂଆ ସରକାର। ଗୁରୁବାର ୧୧ଟାରୁ ୧୨ଟା ମଧ୍ୟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ। ନୀତୀଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ।
ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…
