ରାଜ୍ୟରେ ଆଜିଠୁ ଗଡ଼ିଲା 250 ନୁଆ ଆମ୍ବୁଲାନ୍ସ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଓଡ଼ିଶାର କୋଣ-ଅନୁକୋଣରେ ଉନ୍ନତ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଏନେଇ ଆଜି କଳିଙ୍ଗ ଷ୍ଟାଡିୟମ ଠାରେ ଦ୍ବିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ…
