ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର, ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର । ସ୍ୱାସ୍ଥ୍ୟବସ୍ଥା ବୁଝିବାକୁ ଏମ୍ସରେ ପହଞ୍ଚିଲେ ସ୍ୱାସ୍ଥ୍ୟାମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସାଙ୍ଗରେ ଥିଲେ ବିଧାୟକ…

