Breaking News କମ୍ପିଲା ଗୃହ, ଆରମ୍ଭର ବିରୋଧୀ କଲେ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି Abinash Kumar Dhal Sep 23, 2025 ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହୋହଲ୍ଲା ସହ ହଟ୍ଟଗୋଳ। ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ପ୍ରସଙ୍ଗରେ ବିଜେଡି ବିଧାୟକଙ୍କ ହଟ୍ଟଗୋଳ। ବିଜେଡି ଗୃହ ଚଳାଇ ଦେଉନଥିବା ଅଭିଯୋଗରେ କଂଗ୍ରେସର…