ଆହୁରି 5 ଦିନ କନ୍ଦାଇବ ବର୍ଷା; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ହାଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉତ୍ତର ପଶ୍ଚିମ…

