AICC ସଭାପତି ଖଡ଼ଗେଙ୍କୁ ଭେଟିଲେ ଆରୋ ପ୍ରସାଦ, ଓଡ଼ିଶାରେ କଂଗ୍ରେସର ସ୍ଥିତିକୁ ନେଇ ହେଲା ଆଲୋଚନା
ନୂଆଦିଲ୍ଲୀ: ଅଖିଳ ଭାରତୀୟ କଂଗ୍ରେସ କମିଟିର ରିସର୍ଚ୍ଚ ବିଭାଗର ଜାତୀୟ ସଂଯୋଜକ ଶ୍ରୀ ଆରୋ ପ୍ରସାଦ ମିଶ୍ର ଏଆଇସିସି ସଭାପତି ମଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଛନ୍ତି । ଶ୍ରୀ ମିଶ୍ର ଏଆଇସିସି ସଭାପତି ଶ୍ରୀ କାଡ଼ଗେଙ୍କ…
