ପହଲଗାମ୍ ଆତଙ୍କୀ ହମଲାକୁ ନେଇ ସର୍ବଦଳୀୟ ବୈଠକ ଜାରି, ଦୁଇ ମିନିଟ ହେଲା ନିରବ ପ୍ରାର୍ଥନା
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ନେଇ କେନ୍ଦ୍ର ରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହି ବୈଠକରେ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ…

