ନେପାଳରେ ହିଂସା, ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି, ଲୁଚି ଲୁଚି ଦେଶ ଛାଡ଼ି ପଳାଇଲେ ପ୍ରଧାନମନ୍ତ୍ରୀ!
ନେପାଳ: ଭାରତର ପଡ଼ୋଶୀ ଦେଶ ନେପାଳରେ ହିଂସା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଏବଂ ଦୁର୍ନୀତି ବିରୋଧରେ ଆରମ୍ଭ ହୋଇଥିବା ପ୍ରତିବାଦ ହିଂସାତ୍ମକ ରୂପ ନେଇଛି। ଏପରିକି ନେପାଳର…

