ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ବଲାଙ୍ଗିର ପକ୍ଷରୁ ବିଜ୍ଞପ୍ତି: ପୂରଣ ହେବ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ପଦ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅନେକ ପଦ ପୂରଣ ହେବ । ସେନେଇ ବିଜ୍ଞପ୍ତି ଜାରି କରାଯାଇଛି ।…