ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି: ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ…

