ଓଡିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ, ଚାଲିବ ଭାରତ ଯୋଡ ନ୍ୟାୟ ଯାତ୍ରା
ଓଡିଶା ଭାସ୍କର: ଜାନୁଆରି ୧୪ ତାରିଖରେ ମଣିପୁରରୁ ରାହୁଲ ଗାନ୍ଧୀ ଭାରତ ଯୋଡ ନ୍ୟାୟ ଯାତ୍ରା ନାମରେ ନିଜର ଦ୍ୱିତୀୟ ରାଜନୈତିକ ଯାତ୍ରା ଆରମ୍ଭ କରିବେ। ଏହି ଯାତ୍ରା ୬୬ ଦିନରେ ୧୫ଟି ରାଜ୍ୟ ଓ ୧୧୦ଟି ଜିଲ୍ଲା ଦେଇ ଯିବ ।…
