(Video) ଦୀପରେ ଢଳାହେବ ୬୦୦୦ ଲିଟର ଘିଅ: ରାମ ମନ୍ଦିର ପ୍ରତିଷ୍ଠା ଦିବସରେ ଓଡ଼ିଶାରେ ଜଳିବ ଏହି ବୃହତ୍ତମ ଦୀପ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ । ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ବିଶ୍ୱବ୍ୟାପୀ କରାଇବା…
